ଖବର ସଂକ୍ଷେପ ରେ…… ତାରିଖ ୦୪/୦୪/୨୧, ରବିବାର (NEWS IN BULLETS)
୧-ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଉପରାଷ୍ଟ୍ରପତିଙ୍କ ଗୁରୁମନ୍ତ୍ର, କହିଲେ ସଚ୍ଚୋଟତା ଓ କଠିନ ପରିଶ୍ରମ ସଫଳତାର ମୂଳମନ୍ତ୍ର। ୨-ପଡ଼ୋଶୀ ଛତିଶଗଡ଼ରୁ ପଶ୍ଚିମ ଓଡ଼ିଶାକୁ କରୋନା ଭୟ । ରାଜ୍ୟକୁ ପୁଣି ଫେରିଲା ନାଇଟ କର୍ଫ୍ୟୁ