ବିଦ୍ୟୁତ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା।
ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦରେ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ସେସୁ କାର୍ଯ୍ୟାଳୟ ସମ୍ମୁଖରେ ଗଣ ଧାରଣା ଦିଆ ଯାଇଛି। ଜିଲ୍ଲା ସଭାପତି ନଟବର ବାରିକଙ୍କ ନେତୃତ୍ୱରେ ଶତାଧିକ କର୍ମୀ