କେନ୍ଦ୍ରାପଡ଼ା ଜିଲ୍ଲାରେ ୧୫୦ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ କୋଭିଡ ଟୀକାକରଣ :
କେନ୍ଦ୍ରାପଡ଼ା, ୦୭/୦୫/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ ମଙ୍ଗଳବାର ଠାରୁ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଜିଲ୍ଲାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ୩ଦିନ ଧରି