ଡାବୁଗାଁରେ ବିଜେଡି ପ୍ରତିଷ୍ଠା ଦିବସ ପାଳିତ : ନବରଙ୍ଗପୁର

ଡାବୁଗାଁ : ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବିଜେଡି ତରଫରୁ ବିଜୁ ଜନତା ଦଳ ର ୨୪ ତମ ପ୍ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି | ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଙ୍କ ସଭାପତିତ୍ଵରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏଥିରେ ସାଂସଦ ପ୍ରତିନିଧି ଏମ୍॰ ଆପ୍ପା ରାଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଅନ୍ୟାନ୍ୟ କର୍ମୀ ମାନେ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ | ଏଥିରେ ବିଧାୟକ ପ୍ରତିନିଧି ଏମ୍॰ବୁଲୁ ରାଓ, ପୂର୍ବତନ ଜିଲା ପରିଷଦ ସଭ୍ୟ ବିଜୟ କୁମାର ବେହେରା, ପାପନ୍ନା ରେଲି, ଗେଦୁ ପଟ୍ଟନାୟକ, ଜି॰ ପ୍ରକାଶ ରାଓ, ବାବୁଜୀ ରାଓ, ବବୁଲୁ ତ୍ରିପାଠୀ ଓ କର୍ମୀ ମାନେ ଉପସ୍ଥିତ ଥିଲେ |

ନବରଙ୍ଗପୁର ଜିଲା ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡା,Odisha1.TV

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here