ଓଡ଼ିଶା ମୋ ପରିବାର ତରଫରୁ ଶିତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ : ଭୁବନେଶ୍ୱର

ଆଜି ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଭୁବନେଶ୍ୱର ରଙ୍ଗମାଠିଆ ଠାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ରକ୍ତ ଦାନ ଶିବିରରେ ଯୋଗ ଦେଇ ରକ୍ତ ଦାତାଙ୍କୁ ଉତ୍ସାହିତ କରିଥିଲେ ଓ ଶିତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ଡ଼ଃ ପ୍ରକାଶ କୁମାର ତ୍ରିପାଠୀ, ପୂର୍ବତନ କର୍ପୋରେଟର ସୂର୍ଯ୍ୟକାନ୍ତି ଜେନା ଓ ସଞ୍ଜୟ ସେଠି ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here