ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ : ପୁରୀ

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ବୈାଦ୍ଧ ଜିଲ୍ଲା ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବୈାଦ୍ଧ ଜିଲ୍ଲାର ସମସ୍ତ ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା, ଖରିଫ ଧାନ ସଂଗ୍ରହ ବ୍ୟବସ୍ଥାକୁ କିପରି ସୁଦୃଢ଼ କରାଯିବ ଓ ମହାତ୍ମା ଗାନ୍ଧୀ ଆତ୍ମ ନିର୍ଭର କର୍ମନିଯୁକ୍ତି ଯୋଜନା ସମ୍ପର୍କରେ ଜିଲ୍ଲାରେ କିଭଳି କାର୍ଯ୍ୟକ୍ରମ ହେଇଛି ସମୀକ୍ଷା କରିଥିଲେ । ଏହି ବୈଠକରେ ଉପସ୍ଥିତ ଥିଲେ ବୈାଦ୍ଧ ମାନ୍ୟବର ବିଧାୟକ ପ୍ରଦୀପ କୁମାର ଅମାତ, ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ଉପଜିଲ୍ଲାପାଳ ଅଶୁନୀ ମେହେର, ଜିଲ୍ଲା ଯୋଗାଣ ଅଧିକାରୀ ବିଭୁପ୍ରସାଦ ପ୍ରଧାନ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ବବିତାରାଣୀ ଦଳବେହେରା, ଜିଲ୍ଲା ଯୋଜନା ଅଧିକାରୀ ଏନାମ୍ମୋଏଲ ସୋରେଙ୍ଗ, ସେବା ସମବାୟ ସମିତି ସହକାରୀ ନିବନ୍ଧକ ଭିମସେନ୍ ସାହୁ ଏବଂ ଜିଲ୍ଲାର ସମସ୍ତ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here