ଆଖିବୁଜିଲେ ପରୋପକାରୀ ମଣିଷ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ପରଲୋକ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ବ୍ରେନ ଷ୍ଟ୍ରୋକରେ ପୀଡିତ ଥିଲେ ପ୍ରକାଶ ରାଓ । ଦେହାନ୍ତ ନେଇ ପ୍ରକାଶଙ୍କ ପରିବାର ପକ୍ଷରୁ ସୂଚନା ।  ଅସୁସ୍ଥ ଥିବାରୁ ତାଙ୍କୁ ମେଡିକାଲରେ ଚିକିତ୍ସା କରାଯାଉଥିଲା । ତେବେ ମଣିଷପଣିଆରେ ଭରପୁର ଥିଲେ ପ୍ରକାଶ ରାଓ । ଚା ଦୋକାନ କରି ବସ୍ତି ପିଲାଙ୍କୁ ପାଠ ପଢାଉଥିଲେ, ସାହାଯ୍ୟ କରୁଥିଲେ । ଏଥିସହ ସେ ୧୦୦ରୁ ଅଧିକ ଥର ରକ୍ତଦାନ ବି କରିଛନ୍ତି । ଯେଉଁଥିପାଇଁ ସେ ପଦ୍ମଶ୍ରୀ ସମ୍ମାନ ପାଇଥିଲେ । ପ୍ରକାଶଙ୍କ ପରଲୋକରେ ସବୁଠି ଶୋକର ଛାୟା ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here