୧୦ ଜିଲ୍ଲାରେ ଘନ କୁହୁଡ଼ି ନେଇ ଆଲର୍ଟ : ଭୁବନେଶ୍ୱର

ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ଘନ କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ସତର୍କ କରାଇଛି SRC। ୧୯ ତାରିଖ ରାତି ଓ ୨୦ ତାରିଖ ସକାଳେ ୧୦ ଜିଲ୍ଲାରେ ଘନ କୁହୁଡ଼ି ନେଇ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା- ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲା। ଗତ ଜାନୁଆରୀ ୧ରେ ଦିଲ୍ଲୀରେ ୧୫ ବର୍ଷର ରେକର୍ଡ ଭାଙ୍ଗିଥିଲା ଶୀତ।  ଦେଶର ରାଜଧାନୀରେ ତାପମାତ୍ରା ରହିଛି ୧ ଦଶମିକ ୧ ଡିଗ୍ରୀ ସେଲସିୟସ। ଯାହା  ୧୫ ବର୍ଷରେ ସବୁଠାରୁ କମ୍ ବୋଲି କୁହାଯାଉଛି। ଗତ ବର୍ଷ ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୨.୪ ଡିଗ୍ରୀ ସେଣ୍ଟିଗ୍ରେଡ ରେକର୍ଡ କରାଯାଇଥିଲା।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here