ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ଙ୍କ ସ୍ଵାଗତ ସମ୍ବର୍ଦ୍ଧନା : ପୁରୀ

ଆଜି ଦିନ ୧ଟା.୩୦ ମିନିଟ୍ ସମୟରେ କନ୍ଧମାଳ, ଫୁଲବାଣୀ ସର୍କିଟ ହାଉସ ଠାରେ କନ୍ଧମାଳ ଜିଲ୍ଲାର ବିଜୁ ଯୁବ ଜନତା, ଛାତ୍ର ଜନତା ଓ ମହିଳା ଜନତା ଦଳ ପକ୍ଷରୁ ରାଜ୍ୟ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ତଥା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଏବଂ ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ନାୟକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here