ହିଞ୍ଜିଳିକାଟୁ କଂଗ୍ରେସ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ : ଗଞ୍ଜାମ

ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ କଂଗ୍ରେସ ପକ୍ଷରୁ ମହମା ଗାନ୍ଧିଙ୍କ ତିରୋଧାନ ଦିବସ ପାଳିତ ହେଇଯାଇଛି। ଏହି ଅବସରରେ ବରିଷ୍ଠ କଂଗ୍ରେସ ନେତା ତଥା ପିସିସି ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର ହିଞ୍ଜିଳିକାଟୁ ଗସ୍ତ କରିଥିଲେ। ଏହି ଅବସରରେ ଓଡିଶା କଂଗ୍ରେସର ପିସିସି ସଭାପତି ନିରଂଜନ ପଟ୍ଟନାୟକ, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କଂଗ୍ରେସର ହିଞ୍ଜିଳି ବିଧାୟକ ପ୍ରାର୍ଥି ଶମ୍ଭୁ ପାଣିଗ୍ରାହୀ ପ୍ରମୁଖ ଏକ ବାଇକ ରାଲି କରିଥିଲେ । ବାଇକ ରାଲି ହିଞ୍ଜିଳିକାଟୁ ଆରଏମସି ନିକଟରୁ ବାହରିଥିଲା । ପରେ ନେତାମାନେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here