ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ବିଶୁଦ୍ଧ ପାନୀୟଜଳ ଯୋଗାଣ ପ୍ରକଳ୍ପର ଲୋକାର୍ପଣ : ପୁରୀ

ଆଜି ସକାଳ ୧୦ଟା ସମୟରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ରାୟଗଡା ଜିଲ୍ଲା ଗସ୍ତ କରି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାୟଗଡା ବ୍ଲକର ବଡ଼ ଚାନ୍ଦିଲି ଗ୍ରାମ ପଞ୍ଚାୟତର ଚାନ୍ଦିଲି ଗ୍ରାମର ୧୮୫ଟି ଘରକୁ ୯୫ ଲକ୍ଷ ଟଙ୍କା ବ୍ୟୟରେ ୧ଲକ୍ଷ ଲିଟର ବିଶୁଦ୍ଧ ପାନୀୟଜଳ ଯୋଗାଣ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମ୍ମାନୀୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା, ମାନ୍ୟବର ରାଜ୍ୟସଭା ସଂସଦ ଏନ. ଭାସ୍କର ରାଓ, ରାୟଗଡ଼ା ଜିଲ୍ଲା ପରିଷଦ ସଭାପତି ଶ୍ରୀଯୁକ୍ତ ଗଙ୍ଗାଧର ପୁଆଲା, ରାୟଗଡ଼ା ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ପେଦେଣ୍ଟି ରାମୁଲୁ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here