ଆଜି ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ବ୍ରହ୍ମଗିରି ବ୍ଲକ ମଣପଡା ଗ୍ରାମ ପଞ୍ଚାୟତର ଭାର୍ଗବୀ ୟୁଥ୍ କ୍ଲବ୍ ତରଫରୁ ଆୟୋଜିତ ଦାମୋଦରପୁର ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦଯାପନୀରେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଛନ୍ତି । ଏହି ସମୟରେ ଉପସ୍ଥିତ ଥିଲେ ବ୍ରହ୍ମଗିରି ବିଜୁ ଜନତା ଦଳର ସଭାପତି ବିଦ୍ୟାଧର ସ୍ଵାଇଁ, ମଣପଡା ପଞ୍ଚାୟତ ପୂର୍ବତନ ସରପଞ୍ଚ ପୂର୍ଣ୍ଣ ଜେନା, ବ୍ରହ୍ମଗିରି ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି କୃଷ୍ଣ ଚନ୍ଦ୍ର ରାଉତ ଓ ଯୁବ ନେତା ଭିମସେନ ଜେନା ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here