ଆଜି ଅପରାହ୍ନ ୫ଟା ସମୟରେ ରାଜ୍ୟ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ମାନ୍ୟବର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀଯୁକ୍ତ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା, ମାନ୍ୟବର ମଧ୍ୟମ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ଜେନା ଓ ମାନ୍ୟବର ଉତ୍ତର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତ ଉପସ୍ଥିତ ଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here