ଆଜି ଅପରାହ୍ନ ୩ଟା ସମୟରେ ପୁରୀ ନରେନ୍ଦ୍ରକୋଣ ବିଜୁ ଜନତା ଦଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମକୁ ପ୍ରଚାରିତ ଓ ପ୍ରସାରିତ କରିବା ପାଇଁଁ ଆପଣଙ୍କର ସଦୟ ଉପସ୍ଥିତି କାମନା କରୁଅଛି । ପୁରୀ ଜିଲ୍ଲା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ମହେଶ୍ଵର ମହାନ୍ତି ଓ ରାଜ୍ୟ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ (ମୁଖ୍ୟାଳୟ) ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ଏହି କାର୍ଯ୍ୟକ୍ରମରେ ଆପଣ ମାନଙ୍କର ସଦୟ ଉପସ୍ଥିତି କାମନା କରୁଛି ଶ୍ରୀଯୁକ୍ତ ଲକ୍ଷ୍ମୀଧର ସାହୁ ସଭାପତି ବିଜୁ ଜନତା ଦଳ କୃଷ୍ଣପ୍ରସାଦ ବ୍ଲକ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here