ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ପଣସପଦା ଠାରେ ହରିଶ୍ୱର ସ୍ପୋଟିଙ୍ଗ୍ ଦ୍ଵାରା ଆୟୋଜିତ ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଫି ୨୨ତମ ସର୍ବ ଭାରତୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦଘାଟନ ମ୍ୟାଚ୍ ରେ ଉଦଘାଟକ ଭାବେ ମାନ୍ୟବର ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ଏବଂ ମୁଖ୍ୟ ଅତିଥି ଭାବେ ମାନ୍ୟବର ଆଇଟି, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାର କାନ୍ତି ବେହେରା ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ କୈଳାସ ଚନ୍ଦ୍ର ପରିଡା, ସଦସ୍ୟା ବନ୍ଦନା ପ୍ରଧାନ, ହରିହର ବିଦ୍ୟାପିଠ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭାସ୍କର ମଲ୍ଲିକ, ପଣସପଦା ଗ୍ରାମ କମିଟି ସଭାପତି ଶ୍ରୀଯୁକ୍ତ ଚନ୍ଦ୍ରମଣି ପ୍ରଧାନ ଓ ଶ୍ରୀଯୁକ୍ତ ରବିନ୍ଦ୍ର ନାଥ ପଲାଇ ଉପସ୍ଥିତ ଥିଲେ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here