ପ୍ରବାଦ ପୁରୁଷ ବିଜୁ ବାବୁ ଙ୍କ ଶ୍ରାଦ୍ଧ ଦିବସ ପାଳିତ I

ଜଗତସିଂହପୁର ତା 17.04.2021ରିଖ ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପୃବର୍ତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଚବିଶି ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି. ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କିଶୋର ମହାପାତ୍ର ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ବିଜୁ ବାବୁ ଙ୍କ ପ୍ରତି ମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ. ପୌର ପରିଷଦ ନିର୍ବାହିଁ ଅଧିକାରୀ ନିର୍ମଳ କୁମାର ଲେଙ୍କା ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ପୌର ପରିଷଦ ଚିକିତ୍ସା ଅଧିକାରୀ ଡା ସରୋଜ କୁମାର ସଡଙ୍ଗୀ, ଦୀପକ ପଟ୍ଟନାୟକ ପ୍ରମୁଖ ବିଜୁ ବାବୁ ଙ୍କ ପ୍ରତି ମୂର୍ତ୍ତି ରେ ପୁଷ୍ପ ମାଲ୍ୟ ପ୍ରଦାନ କରିଥିଲେ.ଏହି କାର୍ଯ୍ୟକ୍ରମ ରେ ପୌର ପରିଷଦ କର୍ମଚାରୀ ଓ ଗଣମାଧମ ପ୍ରତିନିଧି ମାନେ ଉପସ୍ଥିତି ଥିଲେ I

ଜଗତସିଂହପୁର ରୁ ଜିଲ୍ଲା ପ୍ରତିନିଧି ପ୍ରଫୁଲ୍ଲ କୁମାର ସାହୁ ଙ୍କ ରିପୋର୍ଟ

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here