ଆଜି ପବିତ୍ର ଅଶୋକାଷ୍ଟମୀ ତଥା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା I

ପବିତ୍ର ଅଶୋକାଷ୍ଟମୀ ତଥା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅପାର କରୁଣାରୁ କରୋନା ସଙ୍କଟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ମଙ୍ଗଳମୟ ଓ ଆନନ୍ଦମୟ ହେଉ।

କୋଭିଡ୍ ନିୟମାବଳୀ ପାଳନ କରନ୍ତୁ।

ମାସ୍କ ପରିଧାନ କରନ୍ତୁ ଏବଂ ସାମାଜିକ ଦୂରତା ବଜାୟ ରଖନ୍ତୁ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here