କାଲିଠୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ I

ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ହୋଇଛି । ଆସନ୍ତା ୧୫ ତାରିଖ ଯାଏ ସାମୟିକ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ତାପରେ ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି ଚୂଡ଼ାନ୍ତ ହେବ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here