ଆଜି ରାଜ୍ୟରେ ୫୦୯ କରୋନା ପଜିଟିଭ ଚିହ୍ନଟ

ହୁ ହୁ ହୋଇ ବଢ଼ି ଚାଲିଛି କରୋନା ପଜିଟିଭ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୨ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here