ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଜିଲ୍ଲାପାଳ ସମେତ ବରିଷ୍ଠ ଅଧିକାରୀ ଗଣଙ୍କ ଜୟନ୍ତୀ ପାଳନ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମଧ୍ୟ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।

ଏହି ଅବସରରେ ଡେପୁଟି କଲେକ୍ଟର ଲୀନା କୁମାରି ଖେସ୍‌, ଅତିରିକ୍ତ ଜିଲ୍ଲାପାଳ ବିଶ୍ଵଜିତ ମହାପାତ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରତିଭା ଦାସ, ଜିଲ୍ଲା କ୍ରୀଡା ଅଧିକାରୀ ଟେଜ୍‌ କୁମାର ଖେସ୍‌,ଜିଲ୍ଲା ଜରୁରୀକାଳୀନ ଅଧିକାରୀ କୁନ୍ତିରାଣୀ ନାୟକ, ଜିଲ୍ଲା ସଂସ୍କୃତି ତଥା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅନୀଲ କେର୍କେଟା ପ୍ରମୁଖ ଉପସ୍ଥିତ ଥିଲେ।

ସୁନ୍ଦରଗଡ଼ ରୁ ସଂଜୀବ କୁମାର ପାଢୀଙ୍କର ରିପୋର୍ଟ ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here