କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ଶୁଭେଚ୍ଛା ।

ଆଜି କେନ୍ଦ୍ରାପଡା ଜିଲ୍ଲାର ଲୋକପ୍ରିୟ ଜିଲ୍ଲାପାଳ ଶ୍ରୀଯୁକ୍ତ ସମର୍ଥ ବର୍ମାଙ୍କୁ ତାଙ୍କ ଗରାପୁରସ୍ଥିତ ଆବାସିକ କାର୍ଯ୍ୟାଳୟ ପରିସରରେ ବଳଦେବ ହାଇସ୍କୁଲର ସବୁଜ ବାହିନୀ ଶିକ୍ଷକ ତଥା ସମାଜସେବୀ ଶ୍ରୀଯୁକ୍ତ ପାର୍ଥ ସାରଥି ବେହେରା ଏବଂ ସାମ୍ବାଦିକ ପ୍ରଫୁଲ୍ଲ କୁମାର ଦାସ,ସାମ୍ବାଦିକ ସୁନିଲ୍ କୁମାର ମହାପାତ୍ର, ସାମ୍ବାଦିକ ରଞନ କୁମାର ସାହୁ ଓ ସାମ୍ବାଦିକ ଭିକାରୀ ଚରଣ ରାଉତ ପ୍ରଥମେ ପୁଷ୍ପଗୁଚ୍ଛ, ଉତ୍ତରୀୟ ଏବଂ ଏକ ଲେମ୍ବୁ ଚାରାଗଛ ଉପହାର ସ୍ୱରୂପ ପ୍ରଦାନ କରିବା ସହିତ କେନ୍ଦ୍ରାପଡାର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଶ୍ରୀ ଶିଦ୍ଧ ବଳଦେବଜୀଉଙ୍କ ନିକଟରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବର୍ମାଙ୍କ ପାଇଁ ଉତ୍ତରତ୍ତୋର ଉନ୍ନତି ଓ ଦୀର୍ଘାୟୁ କାମନା କରିଥିବା ବିଶେଷ ସୂତ୍ରରୁ ଖବର ନେବାରୁ ଜଣାପଡିଛି ।

କେନ୍ଦ୍ରାପଡାରୁ ଆମ ଜିଲ୍ଲା ପ୍ରତିନିଧି ପ୍ରଫୁଲ୍ଲ କୁମାର ଦାସଙ୍କ ରିପୋର୍ଟ ଓଡିଶା 1ଟିଭି  ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here