ରାଜା ଆଚାର୍ଯ୍ୟଙ୍କୁ ଉଠାଇ ନେଲା ପୋଲିସ୍

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ କମିଶନରେଟ ପୋଲିସ୍‌ ଉଠାଇ ନେଇଥିବା ସୂଚନା ମିଳିଛି। ଦାଦାବଟି ଜୁଲମ୍‌ ଅଭିଯୋଗରେ ରାଜାଙ୍କୁ ପୋଲିସ୍‌ ଉଠାଇ ନେଇଥିଲା। ପରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।ଆଜି କମିଶନରେଟ ପୋଲିସ୍‌ର Anti extortion wing ରାଜାଙ୍କୁ ଉଠାଇ ନେଇଥିଲା। ବର୍ତ୍ତମାନ ତାଙ୍କୁ କ୍ୟାପିଟାଲ୍‌ ଥାନାରେ ଜେରା ଚାଲିଥିବା ସୂଚନା ମିଳିଛି।

ଏହି ଘଟଣାକୁ ନେଇ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ଘର ତିଆରି ନେଇ ଜଣେ ବ୍ୟକ୍ତିଙ୍କ ଠାରୁ ଦାଦାବଟି ନେଉଥିଲା ରାଜା। ପ୍ରତି ମାସରେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ କରୁଥିଲା। ଦାଦାବଟି ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଗତକାଲି ପୋଲିସ୍‌ କମିଶନର କହିଥିଲେ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here