୨୪ ଘଣ୍ଟାରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୧୮୧ରେ ପହଞ୍ଚିଛି।

ଆଜି ସର୍ବାଧିକ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ପୁରୀରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର, ନୂଆପଡା, ବାଲେଶ୍ୱର, ଭୁବନେଶ୍ୱରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here