ଦଶହରାରେ ଖୋଲା ରହିବ RTO ଅଫିସ୍

ଭୁବନେଶ୍ୱର: ଦଶହରାରେ ଖୋଲା ରହିବ RTO ଅଫିସ୍। ଗାଡ଼ି ରେଜିଷ୍ଟ୍ରେସନ ପାଇଁ ଦଶହରାରେ ଖୋଲା ରହିବା ନେଇ ସୂଚନା ଦେଇଛି ରାଜ୍ୟ ପରିବହନ ବିଭାଗ। ଦଶହରାରେ ନୂଆ ଗାଡ଼ି ବିକ୍ରି ବଢ଼ିବା ସମ୍ଭାବନା ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି।

ଆସନ୍ତା ୨୪ ଓ ୨୬ ତାରିଖ ଦିନ ସମସ୍ତ RTO ଅଫିସ୍ ରାଜ୍ୟର ଖୋଲା ରହିବ। ଏହି ଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ୨ ଘଣ୍ଟା ଯାଏ ଆରଟିଓ ଖୋଲା ରହିବ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here