ରାଜ୍ୟରେ ଆଖି ବୁଜିଲେ ୧୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା  ୧,୨୧୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୋଳ ଓ ଗଜପତିରେ ସର୍ବାଧିକ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱରରୁ ୨ ଆକ୍ରାନ୍ତ ଆଖି ବୁଜିଛନ୍ତି।

ସୂଚନା ଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛି ଦିନ ଧରି କମିବାରେ ଲାଗିଛି । ଆଜି ମଧ୍ୟ ପଜିଟିଭ ସଂଖ୍ୟା ତଳମୁହାଁ ଅଛି। ଗତକାଲି ୧୯୧୩ ପଜିଟି ଚିହ୍ନଟ ହୋଇଥିଲାବେଳେ  ଆଜି ୧୭୯୩ ମାମଲା ସାମ୍ନାକୁ ଆସିଛି I

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here