କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

କୋରାପୁଟ: ଲକ୍ଷେ କି ଦୁଇ ଲକ୍ଷ ନୁହେଁ ଜବତ ହୋଇଛି କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ। ତା ପୁଣି ଜଣେ ବ୍ୟକ୍ତିଙ୍କ ଘରୁ। କୋରାପୁଟ ମାଛକୁଣ୍ଡ ଥାନା ଏକଟାପୁଟ ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ୧୩ କ୍ୱିଣ୍ଟାଲରୁ ଅଧିକ ଓଜନର ଗଞ୍ଜେଇ ଜବତ ହୋଇଥିବା ସୂଚନା ମିଳିଛି। ଗତକାଲି ନନ୍ଦପୁର ଏସ୍‌ଡିପିଓଙ୍କ ନେତୃତ୍ୱରେ ଏକ ଟିମ୍ ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ଏକଟାପୁଟ ଗାଁରେ ଚଢ଼ଉ କରିଥିଲେ। ପ୍ରାୟ ୩ ଘଣ୍ଟାର ଅପରେସନ୍ ପରେ ଗଞ୍ଜେଇ ରାକେଟ୍‌କୁ ଠାବ କରିଥିଲା ପୋଲିସ୍।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here