୨୪ ଘଣ୍ଟା ରେ କରୋନା ନେଲା ଆଉ ୬୫୦ ଜୀବନ

ନୂଆଦିଲ୍ଲୀ: ଦେଶରେ ଗୋଟିଏ ଦିନରେ କରୋନା ନେଇଛି ଆଉ ୬୫୦ ଜୀବନ। ଏହା ସହିତ ୫୩ ହଜାର ୩୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୯୫୬କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହେଲେଣି ୭୦ ଲକ୍ଷ ୧୬ ହଜାରରୁ ଅଧିକ।

ମୋଟ ଆକ୍ଟିଭ କେସ୍ ହେଲା ୬ ଲକ୍ଷ ୮୦  ହଜାରରୁ ଅଧିକ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ଲକ୍ଷ ୧୪ ହଜାର ୬୮୨ରେ ପହଞ୍ଚିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ମିଳିଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here