ରାଜ୍ୟରେ କରୋନା ନେଲା ଆଉ ୧୫ ଜଣଙ୍କ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୫ କରୋନା  ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧୨୨୯ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here