ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୫୯ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here