୨୪ ଘଣ୍ଟା ଭିତରେ ୧୩ ଜଣଙ୍କ ମୁଣ୍ଡ ଗଡାଇଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୭୨ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଭୁବନେଶ୍ୱରରେ ୪ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ନୂଆପଡ଼ାରେ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହପରି ଝାରସୁଗୁଡ଼ା, କେନ୍ଦୁଝରରେ ୨ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

ସଚନାଥାଉ କି, ଆଜି ରାଜ୍ୟରେ  ୧,୨୪୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here