କରୋନା ରେ ଆକ୍ରାନ୍ତ ହେଲେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ

ପାଟନା: ବିହାର ନିର୍ବାଚନ ପ୍ରଚାରରୁ ଫେରିବା ପରେ ଜଣେ ପରେ ଜଣେ ବିଜେପି ନେତା କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଶାହନୱାଜ୍‌ ହୁସେନ୍, ସୁଶୀଲ ମୋଦି, ଦେବେନ୍ଦ୍ର ଫଡନାଭିସ ଙ୍କ ପରେ ଏବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରୀନ କରୋନା ପଜିଟିଭ୍ ଚହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହିତ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ଯଥାଶୀଘ୍ର ନିଜର କରୋନା ଟେଷ୍ଟ କରାଇ ନିଅନ୍ତୁ ବୋଲି ଟ୍ୱିଟ୍ କରି ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here