ରାଜ୍ୟରେ ୨୪ ଘଣ୍ଟାରେ ୧୧ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୦୮ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଭୁବନେଶ୍ୱରରୁ,୨ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି ଅନୁଗୋଳ, ଝାରସୁଗୁଡ଼ା, କଟକ, ଗଞ୍ଜାମ, ଖୋର୍ଦ୍ଧା, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here