ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟ୍ୱିଟ୍ କରି ରାଜ୍ୟପାଳ ସୂଚନା ଦେଇଛନ୍ତି। ରାଜ୍ୟପାଳଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
କିଛିଦିନ ଭିତରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି।
Hon'ble Governor and first lady have tested corona positive and have advised all who have come in close contact recently to get themselves tested.— Governor Odisha (@GovernorOdisha) November 2, 2020
Hon'ble Governor and first lady have tested corona positive and have advised all who have come in close contact recently to get themselves tested.