ଡାବୁଗାଁ ବିଜେଡି ତରଫରୁ ରାଜ୍ୟସଭା ସାଂସଦଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ଡାବୁଗାଁ, ୨/୧୧ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାଠାରେ ସୋମବାର  ଡାବୁଗାଁ ବିଜେଡି ତରଫରୁ ରାଜ୍ୟସଭା ସାଂସଦ ମୁନା ଖାଁ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏଥିରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ମଧ୍ୟ ସ୍ଵାଗତ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଡାବୁଗାଁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ରଙ୍କ ନେତୃତ୍ୱରେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ | ଏହି ସମୟରେ  ସାଂସଦ ପ୍ରତିନିଧି  ଏମ୍॰ ଆପ୍ପା ରାଓ,  ବିଜୟ କୁମାର ବେହେରା ଏବଂ ବିଜେଡି କର୍ମୀମାନେ ଉପସ୍ଥିତ ଥିଲେ ।                                                                                                     

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ, Odisha1.TV

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here