କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ର ରେଡ୍

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ର ରେଡ୍ ପଡ଼ିଛି ‌। ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ସୂଚନା ମିଳିଛି ।

କଟକ ଡିଭିଜନ ଏସ୍‌ପି ଶଶି ଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି। ଏହା ସହ ନିଆଳିର ସିଠାଳୋ ସ୍ଥିତ ପୈତୃକ ବାସଭବନ, ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ I

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here