ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: କରୋନାରେ ଆଜି ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଗତକାଲି ମଧ୍ୟ ୧୨ ଜଣ କରୋନାରେ ପ୍ରାଣ ହରାଇଥିଲେ । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୬୪ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ସୂଚନାଥାଉକି, ଆଜି ରାଜ୍ୟରେ ନୂଆ ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇଛି । ରାଜ୍ୟରୁ ଆଜି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି I

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here