ବ୍ରିଜ ତଳକୁ ଖସିପଡ଼ିଲା ଟ୍ରକ

ତାଳଚେର ଗୋଡିବନ୍ଧ ନିକଟ ବଙ୍ଗାରୁ ବ୍ରିଜ ତଳକୁ ଖସିପଡ଼ିଲା ଟ୍ରକ । ଅଳ୍ପକେ ବର୍ତିଲେ ଡ୍ରାଇଭର । ଗୁରୁତର ଅବସ୍ଥାରେ ଡ୍ରାଇଭରକୁ ଉଦ୍ଧାର କରି ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କଲେ ଅଞ୍ଚଳବାସୀ । ତେବେ ଟ୍ରକଟି ଦୃତ ଗତିରେ ତାଳଚେର ଆଡୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା । ଦୁର୍ଘଟଣା ପରେ ଏହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା ।ଘଟଣା ସ୍ଥଳରେ ତାଳଚେର ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here