ପୁରୀ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ସମ୍ବିଧାନ ଦିବସ ପାଳିତ I

ପୁରୀ: ଆଜି ନଭେମ୍ବର ୨୬ ତାରିଖ ସମ୍ବିଧାନ ଦିବସ । ଏହି ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ୱାରା ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ସମସ୍ତ ବିଚାର ବିଭାଗୀୟ ଅଧିକାରୀ, କୋର୍ଟ କର୍ମଚାରୀ,ଆଇନଜୀବୀ,ପାରା ଲିଗାଲ ସ୍ବେଛାସେବୀ ମାନେ ଜିଲ୍ଲା ଓ ଦୋରା ଜଜ ତଥା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ଶ୍ରୀ ବିଦ୍ୟୁତ କୁମାର ମିଶ୍ର ଙ୍କ ସହିତ ସମ୍ବିଧାନ ର ଆମୁଖ (Preamble) ପାଠ କରିଥିଲେ।
ଏହା ପରେ ପରେ ଏକ online ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମ୍ବିଧାନ ର ଆମୁଖ ପାଠ କରାଯାଇଥିବା ସହିତ ବିଭିନ୍ନ ପ୍ରକାର ସମ୍ବିଧାନ ପ୍ରଦତ୍ତ ମୌଳିକ ଅଧିକାର, ମୌଳିକ କର୍ତ୍ତବ୍ୟ ଓ ନିର୍ଦ୍ଦେଶାତ୍ମକ ରାଷ୍ଟ୍ରନୀତି ଉପରେ ପ୍ରାଧିକରଣ ସଚିବ ଶ୍ରୀ ଅମରେଶ ମହାପାତ୍ର ନିଜର ବକ୍ତବ୍ୟ ରଖିଥିଲେ।

Advertisement Placement

Commercial Space

Advertisement Placement

Commercial Space
Click Here

Advertisement Placement

Commercial Space

Advertisement Placement

Commercial Space
Click Here