ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କଲେ ୫ଟି ସଚିବ I
ରାଜ୍ୟ ସରକାରଙ୍କ ୫ଟି ଅଭିଯାନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ସରକାରୀ ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟକ୍ରମ ଚାଲିଛି। ୫ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ହାଇସ୍କୁଲର ପ୍ରଧାନଶିକ୍ଷକ/ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ