କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ବିଜେପି ବିଧାୟିକା କିରଣ ମାହେଶ୍ୱରୀଙ୍କ ଦେହାନ୍ତ
ନୂଆଦିଲ୍ଲୀ: ରାଜସ୍ଥାନର ରାଜସମନ୍ଦ ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟିକା କିରଣ ମାହେଶ୍ୱରୀଙ୍କର ରବିବାର ରାତିରେ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତ ହସ୍ପିଟାଲ୍ରେ ଦେହାନ୍ତ ହୋଇଯାଇଛି। ସେ କରୋନାଭାରସ୍ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା ଏ ମାସ ପ୍ରାରମ୍ଭରେ