ଅପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ : କଳାହାଣ୍ଡି
କଳାହାଣ୍ଡି ଜୟପାଟଣା ବ୍ଲକ୍ ମଙ୍ଗଳପୁରରେ ଅପର ଇନ୍ଦ୍ରାବତୀ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ କରୋନା ପରେ ପ୍ରଥମ ଥର ପାଇଁ ସାଧାରଣ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ