ଦାନା ବନ୍ଧୁଛି ଆଉ ଏକ ଲଘୁଚାପ : ପହିଲାରୁ ଉପକୂଳରେ ସ୍ୱଳ୍ପ ବର୍ଷା, ଶୀତ ବଢ଼ିବ
ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି(ଶନିବାର) ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।