ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଓ ଉପ ସଭାନେତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା I
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ କଣ୍ଟିଗଡିଆ ସ୍ଥିତ ମଧୁକେଶ୍ବର ସରକାରୀ ଉଚ୍ଚ ବିଦ୍ୟାଳୟର ପରିଚାଳନା କମିଟି ଓ କଣ୍ଟିଗଡିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟିର ନୂତନ ଭାବେ ନିର୍ବାଚିତ ସଭାପତି ଓ