ସୁନ୍ଦରଗଡ଼ ପ୍ରଶାସନ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ: ହୋଟେଲ ମ୍ୟାନେଜମେଣ୍ଟରେ ଶିକ୍ଷା ଓ ତାଲିମ ପାଇଁ ନାମ ଲେଖାଇଲେ ଜିଲ୍ଲାର ଯୁବକ ଯୁବତୀ
କୋଭିଡ୍ ମହାମାରୀ ପାଇଁ ପ୍ରବାସରୁ ଫେରି ଆସିଥିବା ବ୍ୟକ୍ତି ତଥା ଜିଲ୍ଲାର ବେକାର ଯୁବକ ଯୁବତୀଙ୍କ ପାଇଁ ପ୍ରଶାସନ ପକ୍ଷରୁ ଏକ ସ୍ୱତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଛି। ଚଳିତ ଶିକ୍ଷା ବର୍ଷ